ଚଳିତ ବର୍ଷ ପବିତ୍ର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଶାନ୍ତି ଶୃଙ୍ଖଳାର ସହିତ ସମାପ୍ତ ହୋଇଛି । ରଥଯାତ୍ରାର ସଫଳ ଆୟୋଜନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ସହିତ ପ୍ରତିକୂଳ ପାଗ ସତ୍ତ୍ବେ ରଥଯାତ୍ରା ପରିଚାଳନା ଦାୟିତ୍ୱରେ ଥିବା ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

 

 

Leave a Reply

Your email address will not be published. Required fields are marked *