ପେଟ୍ରୋଲ ଢାଳି ଆଇନଜୀବୀଙ୍କ ଆତ୍ମାହୁତି । ଭୁବନେଶ୍ବର ସ୍ଥିତ ମଞ୍ଚେଶ୍ବର ଥାନା ପାଣ୍ଡରାରେ ଜଳିଗଲେ ଆଇନଜୀବୀ । ନିଆଁ ଲାଗି ଦେହ ସମ୍ପୂର୍ଣ୍ଣ ପୋଡ଼ି ଯାଇଥିବା ଜଣାପଡିଛି । ଜଳିଯାଇଥିବା ଓକିଲ ଦୀପକ କୁମାର ସାହୁ । ଓକିଲ ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ହତ୍ୟା କରାଯାଇଛି ତାହା ଜଣାପଡ଼ିନାହିଁ । ତଦନ୍ତ କରୁଛି ପୋଲିସ । ସାଇଣ୍ଟିଫିକ୍ ଟିମ୍ ସହାୟତାରେ ପୋଲିସର ତଦନ୍ତ ଜାରି ରହିଛି । Post navigation ୫୦ ଫୁଟ୍ ଉଚ୍ଚ ପାଣି ଟାଙ୍କି ଉପରେ ଫସିଲା ଷଣ୍ଢ