leaders-pay-tribute-to-debendra-pradhan
ଭୁବନେଶ୍ୱରରେ ପୂର୍ବତନ ରାଜ୍ୟ ସଭାପତି, ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତା ସ୍ୱର୍ଗତଃ ଡା.ଦେବେନ୍ଦ୍ର ପ୍ରଧାନଙ୍କ ଦ୍ଵାଦଶାହରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
 
ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପତି, ବିହାର ରାଜ୍ୟପାଳ ଆରିଫ୍‌ ମହମ୍ମଦ ଖାନ୍‌ ଓ ପଶ୍ଚିମବଙ୍ଗ ରାଜ୍ୟପାଳ ଡ. ସିଭି ଆନନ୍ଦ ବୋଷ, ଜାମ୍ମୁ କାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବୀସ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ବିଜେପି ସଂଗଠନ ମହାମନ୍ତ୍ରୀ ବି.ଏଲ୍ ସନ୍ତୋଷ, ବାବା ରାମଦେବ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଦେବେନ୍ଦ୍ର ପ୍ରଧାନଙ୍କ ଦ୍ଵାଦଶାହରେ ଯୋଗ ଦେଇ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *