ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଦଳ ବଦଳ ପ୍ରକ୍ରିଆ ଜାରି ରହିଛି । ଏଥିମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବିଜେପି ଛାଡ଼ିଲେ ଲେଖାଶ୍ରୀ ସାମନ୍ତସିଂହାର । ରାଜ୍ୟ ବିଜେପି ଉପ ସଭାପତି ଥିଲେ ଲେଖାଶ୍ରୀ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ନେଇ ଲେଖାଶ୍ରୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *