ଶ୍ରୀମନ୍ଦିର ରତ୍ନଭଣ୍ଡାରର ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏ.ଏସ୍.ଆଇ ) ମହାନିର୍ଦ୍ଦେଶକଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଚିଠି ଅନୁସାରେ ଆସନ୍ତା ୨୪ ପରଠୁ ଦଶହରା ଷୋଳ ପୂଜା ଓ କାର୍ତ୍ତିକ ମାସ ଆରମ୍ଭ ହେବାକୁ ଯାଉଥିବାରୁ ଶ୍ରୀଜିଉଙ୍କ ସ୍ବତନ୍ତ୍ର ନୀତିକାନ୍ତି ଚାଲିବ । ତେଣୁ ତୁରନ୍ତ ସମସ୍ତ ବୈଷୟିକ ସର୍ଭେ ସାରିବାକୁ ଚିଠି ଲେଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Leave a Reply

Your email address will not be published. Required fields are marked *