Lightning Damages Dadhinauti of Joranda Gadhi temple
ଢେଙ୍କାନାଳ ଜିଲ୍ଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ଆଜି ବଜ୍ରପାତରେ ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି ।
 
ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରଛି ।
 
ଦଧିନଉତି ଭାଙ୍ଗିବା ଅଶୁଭ ବୋଲି ସାଧାରଣରେ ଚର୍ଚ୍ଚା ହେଉଥିବାବେଳେ ଅଞ୍ଚଳବାସୀଙ୍କ ମଧ୍ୟରେ ତୁରନ୍ତ ଏହାର ମରାମତି ପାଇଁ ଦାବି ହେଉଛି ।

By Nirvay

Leave a Reply

Your email address will not be published. Required fields are marked *