ଲୋକସେବା ଭବନରେ କାର୍ଯ୍ୟରତ ASO ମୋରା ମାରାଣ୍ଡିଙ୍କ ମୃତଦେହ ଉଦ୍ଧାର । ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିବା ସୂଚନା । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି ।  ମୃତଦେହ ଉଦ୍ଧାର କରାଯାଇ ପୋଷ୍ଟମଟମ୍ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠା ଯାଇଛି ।ଆତ୍ମହତ୍ୟା କରିଥିବା ସନ୍ଦେହ କରିଛି ପୋଲିସ । କିନ୍ତୁ ଆତ୍ମହତ୍ୟା ର କାରଣ ସ୍ପଷ୍ଟ ହୋଇନାହିଁ ।

Leave a Reply

Your email address will not be published. Required fields are marked *