ଆଜି ଆଡ଼ପ ମଣ୍ଡପକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି। କାଲିଠୁ ମହାପ୍ରଭୁ ଆଡ଼ପ ମଣ୍ଡପରେ ଦର୍ଶନ ଦେବେ। ତେବେ ୨ ଦିନ ଶରଧାବାଲିରେ ରଥାରୁଢ଼ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ। ଶରଧାବାଲିରେ ମଙ୍ଗଳବାର ଆଡ଼ପ ପହଣ୍ଡି ସମୟରେ ଅଘଟଣ ଘଟିଛି। ବଡ଼ଠାକୁର ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ନୀତି ବେଳେ ଖସିପଡ଼ିଲେ। ଫଳରେ ୫ ଜଣ ସେବାୟତ ଆହତ ଥିବା ଜଣାପଡ଼ିଛି। ଆହତମାନଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Leave a Reply

Your email address will not be published. Required fields are marked *