ବୋର୍ଡ ନିଗମ, ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବଡ଼ ସୂଚନା । ଏହି ମାସରେ ରାଜ୍ୟରେ ବହୁତ କିଛି ହେବାକୁ ଯାଉଛି ବୋଲି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର କହିଛନ୍ତି । ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଗସ୍ତରେ ଓଡିଶା ଆସିପାରନ୍ତି । ଯେତେବେଳେ ମୋଦି ଓଡିଶା ଗସ୍ତରେ ଆସନ୍ତି କିଛି ଦେଇକରି ଯାଇଥାନ୍ତି । ପ୍ରଧାନମନ୍ତ୍ରୀଙ୍କ ଫୋକସ୍ରେ ସବୁବେଳେ ଯୁବ ବର୍ଗ ଅଛନ୍ତି ବୋଲି ତୋମାର କହିଛନ୍ତି । ପୂର୍ବରୁ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଯେ ଠିକ୍ ସମୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ନିଗମ, ବୋର୍ଡ ଏବଂ ଅନ୍ୟାନ୍ୟ ପଦପଦବିରେ ନିଯୁକ୍ତି ଦିଆଯିବ । Post navigation ଆସନ୍ତା ୨୭ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ହେବ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ