ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ଦକ୍ଷିଣ ପଶ୍ଚିମ ଆଡ଼କୁ ଢଳି ରହିଛି। ଆଗାମୀ ୨ ଦିନରେ ଅଧିକ ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ । 

Leave a Reply

Your email address will not be published. Required fields are marked *