ଶକ୍ତିଶାଳୀ ଭୂକମ୍ପରେ ଥରିଲା ଜାପାନ । ଏହି ଭୂକମ୍ପର ତୀବ୍ରତା ୭.୧ ରେକର୍ଡ କରାଯାଇଛି। ଜାପାନରେ ଏହି ଭୂକମ୍ପ ପରେ ସୁନାମୀ ଆଲର୍ଟ ଜାରି କରାଯିବା ସହ ଲୋକଙ୍କୁ ସମୁଦ୍ର ଓ ସମୁଦ୍ର ଉପକୂଳରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଛି । ଏହା ବ୍ୟତୀତ ଜାପାନ ପାଣିପାଗ ସଂସ୍ଥା (ଜେଏମ୍ଏ) ଜାପାନର ଅତି କମରେ ୭ଟି ଅଞ୍ଚଳ ପାଇଁ ଚେତାବନୀ ଜାରି କରିଛି । Post navigation TextBook Error Row: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ ୩ ଜଣଙ୍କୁ ମିଳିଲା ଅନ୍ତରୀଣ ସୁରକ୍ଷା