ରଥଯାତ୍ରା ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଜପତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ । ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ରଥଯାତ୍ରାରେ କିପରି ସବୁ କିଛି ଶୃଙ୍ଖଳିତ ଭାବରେ ହେବ ଏବଂ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *