ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ଭିତର କାଠ ନିକଟରେ ରକ୍ତ ପଡ଼ିଥିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ । ମଙ୍ଗଳ ଆଳତି ପୂର୍ବରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଗଲା । ବଡ଼ ମହାସ୍ନାନ ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ।

ଆଜି ସକାଳୁ ସକାଳୁ ମହାପ୍ରଭୁଙ୍କର ବଡ ମହାସ୍ନାନ ହୋଇଛି । ଶ୍ରୀମନ୍ଦିରର ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ । ସକାଳ ୫ଟା ୨୧ରେ ସିଂହଦ୍ୱାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ । କାରଣ ମଙ୍ଗଳ ଆଳତୀ ସମୟରେ କେବଳ ସେବକ, ସେମାନଙ୍କ ଧର୍ମ ପତ୍ନୀ କିମ୍ବା ପରିବାର ସଦସ୍ୟ ଭିତର କାଠ ପର୍ଯ୍ୟନ୍ତ ଯାଇଥାନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *