କଟକଜିଲ୍ଲା କଂଗ୍ରେସ ସଭାପତି ଏସ୍ଏଚ୍ ମାନସ ଚୌଧୁରୀଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ତାଙ୍କ ଉପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏନେଇ ଏଆଇସିସି ପକ୍ଷରୁ ସୂଚନା ଦିଆଯାଇଛି।
One Step Ahead