ଦିଲ୍ଲୀ ବିଜୟ ପରେ ଭାଜପା ନେତା ତଥା ରାଜ୍ୟ ସଭାପତି ମନମୋହନ ସାମଲ ବୈଜୟନ୍ତ ପଣ୍ଡା ଧନ୍ୟବାଦର ପାତ୍ର ବୋଲି କହିଛନ୍ତି । କେନ୍ଦ୍ରପଡା ସାଂସଦ ବୈଜୟନ୍ତ ପଣ୍ଡା ରାଷ୍ଟ୍ରୀୟ ଉପସଭାପତି ଭାବେ ଦୀର୍ଘ ବର୍ଷ ହେଲା କାର୍ଯ୍ୟ କରୁଛନ୍ତି । ଏଥର ଦିଲ୍ଲୀ ନିର୍ବାଚନ ଦାୟିତ୍ୱ ତାଙ୍କୁ ପ୍ରଦାନ କରାଯାଇଥିଲା ଯାହା ସେ ସୁଚାରୁ ରୂପେ କରି ପାରିଛନ୍ତି । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସମସ୍ତଙ୍କୁ ଏକାଠି କରି ନିର୍ବାଚନ ପରିଚାଳନା କରି ଜୟ ପଣ୍ଡା ସଫଳତା ଆଣିଛନ୍ତି ବୋଲି ମନମୋହନ ସାମଲ କହିଛନ୍ତି । Post navigation ୧୧ ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର, ଅନ୍ତୋଦୟ ଗୃହ ଯୋଜନାରେ ମିଳିବ ପକ୍କା ଘର ଅଧିକ ଚିକିତ୍ସା ପାଇଁ ଏୟାରଲିଫ୍ଟ ହେବେ ଅଭିନେତା ଉତ୍ତମ ମହାନ୍ତି: ବାବୁସାନ