ବିଧାୟକ ପ୍ରଶିକ୍ଷଣ ଶିବିରକୁ ନେଇ ତେଜୁଛି ରାଜନୀତି । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ।୧୭ ଓ ୧୮ ତାରିଖରେ ହେବାକୁ ଥିବା ବିଧାନସଭା ପ୍ରଶିକ୍ଷଣ ଶିବିରକୁ ବିଜୁ ଜନତା ଦଳ ପ୍ରତ୍ୟାଖ୍ୟାନ କରିଥିବା ବେଳେ ଆଜି ଏହାକୁ ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସେ କହିଛନ୍ତି ବିଧାୟକ ପ୍ରଶିକ୍ଷଣ ଶିବିର ଦଳୀୟ ବ୍ୟାପାର ନୁହେଁ । ବାଚସ୍ପତି ଏହି ବୈଠକ ଡାକିଛନ୍ତି । ବାଚସ୍ପତି ଯାହାକୁ ଚାହିଁବେ ଡାକିପାରିବେ । ସେମାନେ ଉଡ଼ା କଥା ଶୁଣି ଅଭିଯୋଗ କରୁଛନ୍ତି ।

Leave a Reply

Your email address will not be published. Required fields are marked *