ବରଗଡ: ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ବରଗଡ ଜିଲ୍ଲା ପାଇକମାଳ ଥାନା ଅର୍ନ୍ତଗତ ଗନ୍ଧମାର୍ଦ୍ଧନ ପାହାଡରେ ଗୁଳିବିନିମୟ ହୋଇଥିବା ସୂଚନା ମିଳିଛି। ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଘମାସନ ବେଳେ ଘଟଣାସ୍ଥଳରୁ କିଛି ମାଓବାଦୀ ଛତ୍ରଭଙ୍ଗ ଦେଇଥିବା ସୂଚନା ମିଳିଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *