Marijuana worth Rs 4 crore seized at Bhubaneswar Airport
ଆଜି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି ।
 
ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ କଷ୍ଟମ୍ ବିଭାଗ ୪ କୋଟି ଟଙ୍କାର ବିଦେଶୀ ଗଞ୍ଜେଇ ଜବତ କରିଛି ।
 
ଏହି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ୨ ଜଣଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଛି । ସେମାନେ ବ୍ୟାଙ୍କକରୁ ଭୁବନେଶ୍ୱରକୁ ଗଞ୍ଜେଇ ଆଣୁଥିଲେ ବୋଲି ଜଣାପଡିଛି ।

By Nirvay

Leave a Reply

Your email address will not be published. Required fields are marked *