ବଦଳିବ ମାଷ୍ଟର କ୍ୟାଣ୍ଟିନ୍ ନାଁ । ରାଜଧାନୀ ଭୁବନେଶ୍ୱରର ପ୍ରମୁଖ ସ୍ଥାନ ମାଷ୍ଟର କ୍ୟାଣ୍ଟିନ୍ ନାଁ ବଦଳରେ ଓଡ଼ିଆ ଅସ୍ମିତାକୁ ବହନ କରୁଥିବା ନାଁ ରଖାଯିବ । ଏଥି ସହିତ ଇଂରେଜ ଅମଳରୁ ଥିବା ନାଁ ଗୁଡ଼ିକ ବଦଳାଇ ଓଡ଼ିଆ ନାଁ ରଖାଯିବ ବୋଲି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ । ଏନେଇ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । Post navigation କୁବେର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡ଼ଙ୍ଗୀ ଗିରଫ ବଲାଙ୍ଗିର ସାମ୍ବାଦିକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୪ ଜଣଙ୍କୁ ମିଳିଲା ଜାମିନ୍