ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ହେବାକୁ ଯାଇଛି ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ପରେ ଜିଲ୍ଲା ସଭାପତି ବାଛିବେ। ଏହି ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ । ତାଙ୍କ ସହ ବୈଠକରେ ଅଜୟ ଲଲୁ ଓ ରାମଚନ୍ଦ୍ର କାଡ଼ାମଙ୍କ ସମେତ ସଙ୍ଗଠନ ସୃଜନର ୩୫ ଜଣ ସଦସ୍ୟ ମଧ୍ୟ ସାମିଲ୍ ହେବେ।

ଦିଲ୍ଲୀରୁ ଆସିଲା ପରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ ହେବ ବୋଲି ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ ।

Leave a Reply

Your email address will not be published. Required fields are marked *