ସିଭିଲ ଡିଫେନ୍ସ ବ୍ୟତୀତ ଅନ୍ୟ କାରଣରେ ଯୁଦ୍ଧ ସାଇରନ ବାଜିବା ମନା । ଏ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଶନିବାର ଦିନ ସମସ୍ତ ଗଣମାଧ୍ୟମ ସଚେତନ କରିବା ଡ୍ରାଇଭ୍ ବ୍ୟତୀତ ଅନ୍ୟ କାର୍ଯ୍ୟକ୍ରମରେ ସିଭିଲ ଡିଫେନ୍ସ ଏୟାର ରେଡ୍ ସାଇରନ୍ ବ୍ୟବହାର ନ କରିବାକୁ ପରାମର୍ଶ ଦେଇଛି । ଭାରତ-ପାକିସ୍ତାନ ଉତ୍ତେଜନା ବୃଦ୍ଧି ପାଉଥିବା ବେଳେ ଏବଂ ଭାରତର ବିଭିନ୍ନ ଅଞ୍ଚଳ ଆଡ଼କୁ ଡ୍ରୋନ୍ ଆକ୍ରମଣ ପରେ କର୍ତ୍ତୃପକ୍ଷଙ୍କୁ ଜନସାଧାରଣଙ୍କ ସୁରକ୍ଷା ପାଇଁ ଏୟାର ଷ୍ଟ୍ରାଇକ୍ ସାଇରନ୍ ଏବଂ ବ୍ଲାକ୍ ଆଉଟ୍ ଜାରି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟିକୁ ନେଇ ଲୋକଙ୍କ ମଧ୍ୟରେ ବିଭ୍ରାନ୍ତି ସୃଷ୍ଟିକୁ ନେଇ ଏହି ନିର୍ଦ୍ଦେଶନାମା ଜାରି ହୋଇଛି । Post navigation ଭାରତର ବଡ଼ କ୍ଷତି ହୋଇଥିବା ନେଇ ପାକିସ୍ତାନ ବହୁ ମିଛ ଓ ଗୁଜବ ପ୍ରସାରିତ କରିଛି: କର୍ଣ୍ଣେଲ ସୋଫିଆ କୁରେଶୀ ଅପରେସନ ସିନ୍ଦୂରରେ ୫ ମୋଷ୍ଟ ୱାଣ୍ଟେଡ ଆତଙ୍କୀ ନିହତ