ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା ।ଏଥିପାଇଁ ରାଜ୍ୟ ସରକାର ୫୭୦.୭୧ କୋଟି ଟଙ୍କା ବ୍ୟୟ କରିବେ । ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍ରୁ ଖର୍ଚ୍ଚ ହେବ । ପୂର୍ବରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିଲା । କିନ୍ତୁ ଏଥିରୁ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ବାଦ ପଡୁଥିଲେ । ଯାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମଧ୍ୟ ମଧ୍ୟାହ୍ନ ଭୋଜନ ଦିଆଯିବ ନେଇ ନିଷ୍ପତ୍ତି ନେଇଛନ୍ତି । Post navigation କ୍ଷତିରେ ଚାଲୁଛି OSRTC ବସ୍ ବର୍ଷକରେ ୨୬୩ ପଡ଼ା ଗାଁକୁ ମିଳିଛି ରାଜସ୍ୱ ଗାଁର ମାନ୍ୟତା