ବଙ୍ଗୋପସାଗରର ମଝି ସମୁଦ୍ରରେ ନିଖୋଜ ହୋଇଯାଇଥିବା ମାଛଧରା ଟ୍ରଲର ମା କାଳୀ’ର ୧୫ ଜଣ ମତ୍ସ୍ୟଜୀବୀଙ୍କ ସନ୍ଧାନ ମିଳିଛି । ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଏବେ ବି ୬ ଜଣ ନିଖୋଜ ଥିବା ଜଣାପଡ଼ିଛି । ମୃତକଙ୍କ ମଧ୍ୟରୁ ୩ ଜଣ ଓଡ଼ିଆ ଥିବା ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *