ନିର୍ବାଚନ ପୂର୍ବରୁ ପୁଣି ରାଜ୍ୟ କଂଗ୍ରେସକୁ ବଡ଼ ଝଟକା । ଦଳରୁ ଇସ୍ତଫା ଦେଲେ ଖଡ଼ିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ। ବର୍ତ୍ତମାନ ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ ସେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତେବେ ଆସନ୍ତାକାଲି ସେ ବିଜେଡିରେ ମିଶିବା ନେଇ ବର୍ତ୍ତମାନ ଚର୍ଚ୍ଚା ହେଉଥିବା ଦେଖିବାକୁ ମିଳୁଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *