ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍। ଶ୍ରୀମନ୍ଦିରକୁ କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍। ତେଣୁ ଆଗକୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ୱାକିଟକି ବ୍ୟବସ୍ଥା ହେବ । କାହାକୁ ହଇରାଣ କରିବାକୁ ନୁହେଁ, ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ। ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ । ଆଜି ସବ କମିଟି ବୈଠକ ପରେ ସୁରକ୍ଷା ପାଇଁ ସବକମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି କହିଛନ୍ତି । ସୁରକ୍ଷା ସବକମିଟି ମୁଖ୍ୟ କହିଛନ୍ତି ଯେ ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ନେଇ ଆଲୋଚନା ହୋଇଛି । କେତେକ ଜିନିଷ ନିଜକୁ କରିବାକୁ ହେବ, ଆଉ କିଛି ସରକାର କରିବେ । କାହାକୁ ହଇରାଣ କରିବାକୁ ନୁହେଁ କେବଳ ଏହି ନିୟମ ସବୁ ଶ୍ରୀମନ୍ଦିର ସୁରକ୍ଷା ପାଇଁ ହେବ । ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ। Post navigation ସବୁ ସେ ପଇଡ଼ର ଖେଳ: ସେବେ ୫୦୦; ଏବେ ୧୦୦୦ e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ