ପୁଣିଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୯ ତାରିଖରେ କେନ୍ଦ୍ରାପଡ଼ାରେ ଏକ ବିଶାଳ ଜନ ସମାବେଶରେ ଯୋଗଦେଇ ଲୋକସଭା ପ୍ରାର୍ଥୀ ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ‘ଜୟ’ ପଣ୍ଡାଙ୍କ ଲାଗି ପ୍ରଚାର କରିବେ ।

ଆଜି ମୋଦି ପୁରୀରେ ରୋଡ ସୋ କରିଛନ୍ତି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ପାଇଁ । ଅନୁଗୁଳ ଓ କଟକରେ ଜନସଭାକୁ ସମ୍ବୋଧନ କରୁଛନ୍ତି ।

ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଦୁଇଥର ଓଡ଼ିଶା ଆସି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଥଲେ ।

By Nirvay

Leave a Reply

Your email address will not be published. Required fields are marked *