ଆଜି ଅନୁଗୁଳ ଷ୍ଟାଡିୟମରେ ଆୟୋଜିତ ବିରାଟ ନିର୍ବାଚନ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ମୋଦି କହିଛନ୍ତି ଯେ, ପୂର୍ବ ଘୋଷିତ ଯୋଜନା ଅନୁସାରେ ଲୋକଙ୍କୁ ମାଗଣା ବିଦ୍ୟୁତ ଯୋଗାଇଦିଆଯିବ।

ଏହାସହ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଯୋଜନା ଅଧୀନରେ ବିଜେପି ସରକାର ଉପଭୋକ୍ତାଙ୍କୁ ଛାତରେ ସୌର ପ୍ୟାନେଲ ସ୍ଥାପନ ପାଇଁ ୭୫ ହାଜର ଟଙ୍କା ସବସିଡି ପ୍ରଦାନ କରିବ ଓ ୩୦୦ ୟୁନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ ବିଲ୍ ଦେବାକୁ ପଡିବ ନାହିଁ ବୋଲି କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *