ଆସନ୍ତା ୧୦ ତାରିଖରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଗସ୍ତ ସମୟରେ ଓଡ଼ିଶାରେ ରୋଡ୍‌ ସୋ କରିବେ ମୋଦି। ୧୦ ତାରିଖ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ରୋଡ୍‌ ସୋ’ ହେବ।ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍‌ ସୋ’ ହେବ ବୋଲି ରାଜ୍ୟ ବିଜେପି ସୂଚନା ଦେଇଛି। ଏଥି ପାଇଁ ସମସ୍ତ ପ୍ରସ୍ତୁତି ମଧ୍ୟ ସରିଛି। ଦେବେ ମୋଦିଙ୍କ ରୋଡ୍‌ ସୋ’କୁ ନେଇ ବିଜେପି ନେତାରୁ କର୍ମୀ ସମସ୍ତେ ଉତ୍ସାହିତ ଅଛନ୍ତି।

By Nirvay

Leave a Reply

Your email address will not be published. Required fields are marked *