ନବୀନଙ୍କ ଅସୁସ୍ଥତା ବିଷୟରେଜାଣିବା ପରେ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଚିକିତ୍ସା ପାଇଁ ଆସନ୍ତା ୨୨ ତାରିଖରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲକୁ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ ପଟ୍ଟନାୟକ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ରେ ପୀଡିତ ଅଛନ୍ତି । ସେ ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନତାରେ ମୁମ୍ବାଇରେ ଚିକିତ୍ସିତ ହେବେ । Post navigation କେନ୍ଦୁଝରରେ ନାବାଳିକା ଗଣଦୁଷ୍କର୍ମ ଓ ହତ୍ୟା ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି