ରାଜ୍ୟର ଅଧିକାଂଶ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ୧୯ରୁ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ଖୋଲା ହେବା ନେଇ ନିର୍ଦ୍ଦେଶ ଦିଆଯାଇଛି । ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍‌ । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍‌ ପାଇଁ ନିର୍ଦ୍ଦେଶ ଦେଇଥାନ୍ତି ଜିଲ୍ଲାପାଳ।

Leave a Reply

Your email address will not be published. Required fields are marked *