Naba Das murder case-CB Summons Deepali, bisal

ନବ ଦାସ ହତ୍ୟା ମାମଲାରେ ଖୋଲିବ ନୂଆ ଗୁମର ।

୨୦୨‌୩ ମସିହାରେ ଘଟିଥିବା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ ।

ମାର୍ଚ୍ଚ ପ୍ରଥମ ସପ୍ତାହରେ ହାଜର ହେବାକୁ ଦୀପାଳି ଓ ବିଶାଳ ଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ ।

କ୍ରାଇମ୍‌ବ୍ରାଞ୍ଚ୍ ତଦନ୍ତକୁ ନେଇ ସେମାନଙ୍କ କିଛି କହିବାର ଥିଲେ ବା ଆପତ୍ତି ଥିଲେ, ସେମାନେ ସେଦିନ ଜଣାଇପାରିବେ ବୋଲି କୁହାଯାଇଛି ।

By Nirvay

Leave a Reply

Your email address will not be published. Required fields are marked *