ପୁର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ବ୍ୟକ୍ତିଗତ ସୁରକ୍ଷା ଅଧିକାରୀ (ପିଏସଓ) ମିତ୍ରଭାନୁ ଦେଓଙ୍କୁ ପୋଲିସ ସେବାରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି ।

ପୂର୍ବରୁ ନବ ଦାସଙ୍କ ହତ୍ୟା ପରେ ତାଙ୍କ ପିଏସଓଙ୍କୁ ସସପେଣ୍ଡ କରିଥିଲେ ଝାରସୁଗୁଡ଼ା ଏସପି। ନିଜ କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ସସପେଣ୍ଡ କରାଯାଇଥିଲା।  ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରାଯାଇଥିଲା ।

Leave a Reply

Your email address will not be published. Required fields are marked *