ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାରେ ଅକ୍ଟୋବର ୨୭ ଓ ୨୮ ତାରିଖରେ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ । ଏ ନେଇ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି ।

ତେବେ ଏହି ଦୁଇ ଦିନ ଶିକ୍ଷକ ଓ ସ୍କୁଲ୍‌ କର୍ମଚାରୀମାନେ ଉପସ୍ଥିତ ରହିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *