ଆସନ୍ତା ୧୯ ତାରିଖରେ ଆସନ୍ତା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ୧୯ ଓ ୨୦ରେ ରାଜ୍ୟ ବିଜେପି ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ବସିବ। ଉକ୍ତ ବୈଠକରେ ଯୋଗଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ନଡ୍ଡା। ଏ ନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇପାରେ।

Leave a Reply

Your email address will not be published. Required fields are marked *