ପରିବା ଦର ବୃଦ୍ଧିକୁ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ସୂଚନା ଦେଇଛନ୍ତି। ହୋର୍ଡିଂ ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ‘ଆଳୁ, ପିଆଜ ଯୋଗାଇବାକୁ ନାଫେଡକୁ କୁହାଯିବ। ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ହେବ। ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ମଧ୍ୟ ହୋଇଛି।
One Step Ahead