ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ କ୍ରାଇମବ୍ରାଞ୍ଚ ମାମଲା ରୁଜୁ କରି ନିଜର ତନାଘନା ତଦନ୍ତ ଆରମ୍ଭ କରିଛି । ଏହି ମାମଲାରେ ବିଏନଏସ୍ ର ଧାରା ୩୦୫, ୩୧୬(୨), ୨୩୮(ସି), ୨୪୧, ଏବଂ ୬୧(୨)(ବି) ଅନ୍ତର୍ଭୁକ୍ତ କରାଯାଇଛି । କଟକ ସିଆଇଡି କ୍ରାଇମବ୍ରାଞ୍ଚର ଡିଏସପି ଆଶୁତୋଷ ମିଶ୍ରଙ୍କୁ ଏହି ମାମଲାର ତଦନ୍ତ ଭାର ଦିଆଯାଇଛି । ସେହିପରି ସିଆଇଡି ସିବିର ଏସପି ଅନିରୁଦ୍ଧ ରାଉତରାୟ ତଦନ୍ତ ପ୍ରକ୍ରିୟାର ତଦାରଖ ଓ ପରିଚାଳନା କରିବେ। Post navigation PM Gati Shakti: ପ୍ରଧାନମନ୍ତ୍ରୀ ଗତିଶକ୍ତି ପୋର୍ଟାଲରେ ସମସ୍ତ ତଥ୍ୟ ଅପଲୋଡ୍ ପାଇଁ ନିର୍ଦ୍ଦେଶ