ବହୁ ପ୍ରତୀକ୍ଷାର ଅବସାନ ଘଟାଇ ଶେଷରେ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଗଡ଼ିଲା ଶ୍ରୀ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ। ଲକ୍ଷ ଲକ୍ଷ ଭକ୍ତଙ୍କ ଉପସ୍ଥିତିରେ ଗଡ଼ିଲା ନନ୍ଦିଘୋଷ । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ପରିବେଶ । Post navigation Stampede-like situation during Ratha Jatra in Puri leaves 2 dead, over 100 hospitalised Chariot Pulling stops for the Day; No Chariots reach Gundicha Temple, to resume Tomorrow