ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେପିର ବର୍ଷେ ପୂର୍ତ୍ତି ଅବସରରେ ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ। ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ପାଲଟିଛି ଲୋକାରଣ୍ୟ। ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ପହଁଚିଲେ । ପାରମ୍ପରିକ ନୃତ୍ୟ ମାଧ୍ୟମରେ ସ୍ୱାଗତ କରାଯାଇଛି ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଆଉ କିଛି ସମୟ ପରେ କଳିଙ୍ଗ ଷ୍ଟାଡ଼ିୟମରୁ ଜନତା ମଇଦାନ ପର୍ଯ୍ୟନ୍ତ ହେବ ମୋଦିଙ୍କ ରୋଡ଼୍ ଶୋ। Post navigation ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢ଼ିଲା ଅଡ଼ୁଆ; ହାଇକୋର୍ଟରେ ଆବେଦନ ଖାରଜ ଭୁବନେଶ୍ବରରେ ମୋଦୀଙ୍କ ରୋଡ୍ ସୋ