ଓଡ଼ିଶାକୁ କେନ୍ଦ୍ର ସରକାର ଆଉ ଏକ ବଡ଼ ଭେଟି ଦେଇଛନ୍ତି । ଖୋର୍ଦ୍ଧାରେ ନ୍ୟାସନାଲ୍ ଫୋରେନ୍ସିକ୍ ସାଇନ୍ସ ୟୁନିଭର୍ସିଟି ଖୋଲିବ ବୋଲି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । କାଲି ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଏନେଇ କୃତଜ୍ଞତା ଜଣାଇଛନ୍ତି ବିଜେପି ବିଧାୟକ ଈରାଶିଷ ଆଚାର୍ଯ୍ୟ । ଓଡ଼ିଶାରେ ନ୍ୟାସନାଲ ଫରେନସିକ୍ ସାଇନ୍ସ ୟୁନିର୍ଭସିଟିରେ ଓଡ଼ିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରାଯିବ । Post navigation ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନା ପାଇଁ ବଢ଼ୁଛି ଆଗ୍ରହ: କେ.ଭି. ସିଂହଦେଓ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ପତ୍ନୀ ମୀନତି ଦାସ; ସିବିଆଇ ତଦନ୍ତ ପାଇଁ କଲେ ନିବେଦନ