naveen-lifted-suspension-of-prabhat-tripathy
ପୂର୍ବତନ ବାଙ୍କୀ ବିଧାୟକ ପ୍ରଭାତ ତ୍ରିପାଠୀଙ୍କ ଉପରୁ ୨୦୧୭ ମସିହାରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଜେ ନିଲମ୍ବନ ଆଦେଶକୁ ପ୍ରତ୍ୟାହାର କରିଥିଲେ ।
 
ଚିଟ୍‌ଫଣ୍ଡ ସଂସ୍ଥା ସହ ଲିଙ୍କ ଅଭିଯୋଗରେ ସିବିଆଇ ପ୍ରଭାତଙ୍କୁ ୨୦୧୪ ରେ ଗିରଫ କରିଥିଲା । ଏହାପରେ ତାଙ୍କୁ ଦଳରୁ ନିଲମ୍ବନ କରାଯାଇଥିଲା ।
 
ତେବେ ଆଜି ନବୀନ ଗଣମାଧ୍ୟମକୁ କହିଛନ୍ତି ଯେ ପ୍ରଭାତ ତ୍ରିପାଠିଙ୍କୁ କିଛି ବର୍ଷ ପୂର୍ବରୁ ବିଜେଡିରୁ ବହିଷ୍କାର କରାଯାଇଥିଲା ଏବଂ ଏବେ ସେ ବିଜୁ ଜନତା ଦଳର ନୁହଁନ୍ତି ।
In 2017, Naveen himself lifted the suspension of Prabhat Tripathi.

By Nirvay

Leave a Reply

Your email address will not be published. Required fields are marked *