ପୂର୍ବ ନିର୍ଦ୍ଧାରିତ ନିଷ୍ପତ୍ତି ଅନୁସାରେ ବିଜୁ ଜନତା ଦଳ ସଭାପତି ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିର ରାଜ୍ୟ ସଭା ପ୍ରାର୍ଥୀ ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛନ୍ତି ।

ରାଜ୍ୟର ରେଳ ତଥା ଦୂରସଂଚାର କ୍ଷେତ୍ରରେ ସର୍ବାଙ୍ଗୀନ ଉନ୍ନତି ଓ ବୃହତ୍ତର ସ୍ୱାର୍ଥ ପାଇଁ ବିଜେଡି ଅଶ୍ବିନୀ ବୈଷ୍ଣବଙ୍କୁ ସମର୍ଥନ ଜଣାଇଛି ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *