Naveen Patnaik pays last respects to Devendra Pradhan
ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼ ଦେବେନ୍ଦ୍ର ପ୍ରଧାନଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ।
ବିଜେଡି ସଭାପତି ନବୀନ ପଟ୍ଟନାୟକ ଦେବେନ୍ଦ୍ର ପ୍ରଧାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।
 
ଡ.ଦେବେନ୍ଦ୍ର ପ୍ରଧାନ ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବରୁ ତତକାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରିମଣ୍ଡଳରେ ସହଯୋଗୀ ଭାବେ ନିଜର କାର୍ଯ୍ୟ ତୁଲାଇଥିଲେ ବୋଲି ନବୀନ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *