ବିଜୁ ଜନତା ଦଳ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ । ସୂଚନା ଅନୁସାରେ ସେ ଦିଲ୍ଲୀରେ ପ୍ରାୟ ୮ ରୁ ୯ ଦିନ ରହିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟ ମଧ୍ୟରେ ସେ ଅନେକ ନେତା ଏବଂ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ନବୀନ ବାବୁଙ୍କ ଏହି ଗସ୍ତକୁ ରାଜନୈତିକ ମହଲରେ ବେଶ ଗୁରୁତ୍ୱ ଦିଆଯାଉଛି । Post navigation Ganjam on High Alert for Covid: ଆନ୍ଧ୍ରରେ କୋଭିଡ୍ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ