ଦିଲ୍ଲୀ ଗଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୪ ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି ନବୀନ । ସୁସ୍ଥ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତରେ ଯାଉଛନ୍ତି ନବୀନ ପଟ୍ଟନାୟକ। ସେଠାରେ ଉପରାଷ୍ଟ୍ରପତି ନିର୍ବାଚନ ନେଇ ଦଳୀୟ ସାଂସଦଙ୍କ ସହିତ କରିବେ ଆଲୋଚନା । ସୂଚନା ଯୋଗ୍ୟ; ଆଗକୁ ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ, ଏହି ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଆରମ୍ଭ ହୋଇଛି ରାଜନୀତି । ତେବେ ଏବେ ପର୍ଯ୍ୟନ୍ତ ଏହି ନିର୍ବାଚନରେ ବିଜେଡି କାହାକୁ ସମର୍ଥନ ଦେବ ତାହାକୁ ନେଇ ସମସ୍ତଙ୍କ ନଜର ରହିଛି। Post navigation ପୁଣି ଦିଲ୍ଲୀ ଗଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମୁଣ୍ଡଳୀରେ ବଢ଼ୁଛି ବନ୍ୟାପାଣି