କେନ୍ଦ୍ର କ୍ୟାବିନେଟରେ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଏବଂ ଜୁଏଲ ଓରାମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନ ପଟ୍ଟନାୟକ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି ଦେଶ ପାଇଁ ଏବଂ ବିଶେଷ ଭାବରେ ଓଡ଼ିଶାର ଲୋକଙ୍କ ପାଇଁ ଆପଣ କେନ୍ଦ୍ର କ୍ୟାବିନେଟ୍‌ରେ ସ୍ଥାନ ପାଇଥିବାରୁ ସଫଳତା କାମନା କରୁଛି।

Leave a Reply

Your email address will not be published. Required fields are marked *