Naveen wishes people of Odisha on Ratha Jatra
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
 
ମୁମ୍ବାଇର କୋକିଳାବେନ୍ ଧୀରାଭାଇ ଅମ୍ବାନୀ ହସପିଟାଲରେ ନବୀନଙ୍କର ସଫଳ ଅସ୍ତ୍ରୋପଚାର ପରେ ଏବେ ସେ ସୁସ୍ଥ ଅଛନ୍ତି । ଆଇସିୟୁରୁ ରୁମକୁ ସିଫ୍ଟ ହେବା ପରେ ଆଜି ବିଜେଡି ସାଂସଦ ସୁଲତା ଦେଓ, ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ବିଏମସି ମେୟର ସୁଲୋଚନା ଦାସ ଓ ବିଜେଡି ନେତ୍ରୀ ଏଲିନା ଦାସ ନବୀନକୁ ଭେଟିଛନ୍ତି ।
 
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟେଲିଫୋନରେ କଥା ହୋଇ ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *