ଚଳିତବର୍ଷ ନିର୍ବାଚନରେ ହିଞ୍ଜିଳିରେ ବିଧାନସଭା ଆସନରୁ ଜିତିଲେ ନବୀନ। ନିଜ ପାରମ୍ପରିକ ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ନିର୍ବାଚିତ ହୋଇଛନ୍ତି। ଭାଜପାର ଶିଶିର ମିଶ୍ରଙ୍କୁ ହରାଇ ନବୀନ ବିଜୟଲାଭ କରିଛନ୍ତି। ଭାଜପା ପ୍ରାର୍ଥୀଙ୍କୁ ୪ ହଜାରରୁ ଅଧିକ ଭୋଟରେ ନବୀନ ହରାଇଥିବା ସୂଚନା ମିଳିଛି । ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ଜିତି ନବୀନ ଆସୁଛନ୍ତି।

Leave a Reply

Your email address will not be published. Required fields are marked *