ଭୁବନେଶ୍ୱର: ଢେଙ୍କାନାଳରେ ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ ବି ସାମିଲ ହେଇଛନ୍ତି।

କିଛି ଦିନ ତଳେ ହାତ ଛାଡ଼ିଥିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ।

By Nirvay

Leave a Reply

Your email address will not be published. Required fields are marked *