ଭୁବନେଶ୍ୱର: ଢେଙ୍କାନାଳରେ ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ସୁରେଶ ପାଣିଗ୍ରାହୀ ବି ସାମିଲ ହେଇଛନ୍ତି। କିଛି ଦିନ ତଳେ ହାତ ଛାଡ଼ିଥିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ । ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଥିଲେ। Post navigation ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି ମୋଦିଜୀଙ୍କ ଚଣ୍ଡିଖୋଲ ଗସ୍ତ ଜନତା ଓ କାର୍ଯ୍ୟକର୍ତାଙ୍କୁ ନୂତନ ଉର୍ଜ୍ଜା ଯୋଗାଇବ: ମନମୋହନ ସାମଲ