ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର । ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା ନୟାଗଡ଼ ଭିଜିଲାନ୍ସ । ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ବୋନସ ଏବଂ ମନରେଗା (MGNREGS) ବାକି ଅର୍ଥ ମଞ୍ଜୁର କରାଇଦେବା ନାଁରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜ ଜାନକିଆ ଗ୍ରାମ ପଞ୍ଚାୟତର ଆକାଉଣ୍ଟାଣ୍ଟ-ତଥା-ଡାଟା ଏଣ୍ଟ୍ରି ଅପରେଟର (ADEO) ପ୍ରଶାନ୍ତ କୁମାର ଭଟ୍ଟ ।

Leave a Reply

Your email address will not be published. Required fields are marked *